ଓଡିଶା

odisha

NAC କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

By

Published : Mar 6, 2020, 11:46 AM IST

ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ କୁଚିଣ୍ଡା NACର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢାଉ । ଆୟ ବର୍ହିଭୁତ ଠୁଳ ଅଭିଯୋଗରେ ଭିଜିଲାନ୍ସର ରେଡ । ଅଧିକ ପଢନ୍ତୁ...

vigilance raid
NAC କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ଼

ଝାରସୁଗୁଡା: ଭିଜିଲାନ୍ସ ଜାଲରେ ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ କୁଚିଣ୍ଡା NACର କାର୍ଯ୍ୟ ନିର୍ବାହୀ ଅଧିକାରୀ । ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିତେନ୍ଦ୍ର କୁମାର ମହାପାତ୍ରଙ୍କ ବାସଭବନ ସମେତ 5ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।

NAC କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ଼

କାର୍ଯ୍ୟନିର୍ବାହୀ ଅଧିକାରୀ ଜିତେନ୍ଦ୍ର ମହାପାତ୍ରଙ୍କ ଝାରସୁଗୁଡା ଗୁଜରାଟୀ ପଡାର ଏକ ଭଡା ଘର ସମେତ କୁଚିଣ୍ଡା ଏନଏସି ମ୍ୟୁନିସିପାଲିଟି ଅଫିସ ସହ ଆଉ 4ଟି ସ୍ଥାନରେ 6ଟି ଭିଜିଲାନ୍ସ ଟିମ ଏକା ସାଙ୍ଗରେ ଚଢାଉ କରିଛନ୍ତି ।

ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

...view details