ଖୋର୍ଦ୍ଧା: ବାଣପୁର ବ୍ଲକ ନୀଳାଦ୍ରିପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବାରହା ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ ହୋଇଛନ୍ତି । ଗ୍ରାମର ବସନ୍ତ ଶବର(୪୦) ନିଜ ବିଲକୁ ଯାଇଥିବାବେଳେ ଏକ ଜଙ୍ଗଲୀ ବାର୍ହା ଆକ୍ରମଣରେ ସେ ଗୁରୁତର ହୋଇଥିଲେ । ତାଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ
Intro:ବାର୍ହା ଆକ୍ରମଣରେ ଚାଷୀ ଗୁରୁତର
Body:ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ନିଳାଦ୍ରୀପ୍ରସାଦ ପଞ୍ଚାୟତ ଅରାଙ୍ଗ ଗାଁରେ ବରହା ଆକ୍ରମଣରେ ଜଣେ ଚାଷୀ ଗୁରୁତର ଆହତ ହୋଇଛନ୍ତି । ଉକ୍ତ ଗ୍ରାମର ବସନ୍ତ ଶବର(୪୦) ନିଜ ବିଲକୁ ଯାଇଥିବାବେଳେ ଏକ ଜଙ୍ଗଲୀ ବାର୍ହା ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସେଠାରୁ ସ୍ଥାନୀୟ ଲୋକ ଉଦ୍ଧାର କରି ପ୍ରଥମେ ବାଣପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି ।
Conclusion:ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଈଟିଭି ଭାରତ