ଓଡିଶା

odisha

ନୟାଗଡ ଶିକ୍ଷା ସମୂହ ସଙ୍ଗଠନ ପକ୍ଷରୁ ଗୁରୁ ଦିବସ ପାଳିତ

By

Published : Sep 5, 2022, 7:17 PM IST

ନୟାଗଡ଼: ଆଜି ହେଉଛି ପବିତ୍ର ଗୁରୁ ଦିବସ । ଏହି ଅବସରରେ ନୟାଗଡ଼ ଶିକ୍ଷା ସମୂହ ସଙ୍ଗଠନ ପକ୍ଷରୁ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ବିଧାୟକ ଅରୁଣ ସାହୁ ଏବଂ ସମ୍ମାନିତ ଅତିଥି ଭାବେ ଜିଲ୍ଲାପାଳ ପୋମା ଟୁଡୁ ଯୋଗ ଦେଇଥିଲେ । ଏହି ଅବସରରେ ନୟାଗଡ଼ ଜିଲ୍ଲାର ବିଭିନ୍ନ ସ୍ଥାନରୁ ଆସିଥିବା ଶତାଧିକ ଶିକ୍ଷକଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଇଟିଭି ଭାରତ, ନୟାଗଡ଼

ABOUT THE AUTHOR

...view details