ETV Bharat / photos

ନାମାଙ୍କନ ଭରିଲେ ପ୍ରଧାନମନ୍ତ୍ରୀ, ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ - Modi Files Nomination

author img

By ETV Bharat Odisha Team

Published : May 14, 2024, 1:19 PM IST

Modi Files Nomination
Modi Files Nomination: ବାରାଣସୀରୁ ନାମାଙ୍କନ ଦାଖଲ କଲେ ପ୍ରଧାନମନ୍ତ୍ରୀ । ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ ନାମାଙ୍କନ ଦାଖଲ କରିଛନ୍ତି । ଉତ୍ତର ପ୍ରଦେଶ ବାରାଣାସୀ ଆସନରୁ କ୍ରମାଗତ ତୃତୀୟ ଥର ପାଇଁ ଆଜି ମୋଦି ନାମାଙ୍କନ ଭରିଛନ୍ତି । ନାମାଙ୍କନ ଦାଖଲ ପୂର୍ବରୁ କାଳଭୈରବ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ ପ୍ରଧାନମନ୍ତ୍ରୀ । (ANI)
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.