ETV Bharat / photos

ମେଟ୍ରୋରେ ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେଖନ୍ତୁ ସେହି ସମୟର ଦୃଶ୍ୟ

author img

By ETV Bharat Odisha Team

Published : Feb 7, 2024, 4:28 PM IST

ରାଷ୍ଟ୍ରପତିଙ୍କ ମେଟ୍ରୋ  ଯାତ୍ରା
President Travelled In Metro: ମେଟ୍ରୋରେ ଯାତ୍ରା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦିଲ୍ଲୀ ମେଟ୍ରୋରେ ଯାତ୍ରା କରିବା ସହ ସ୍କୁଲ ଛାତ୍ରଛାତ୍ରୀଙ୍କ ନିକଟରେ ବସି ସେମାନଙ୍କ ସହ ଆଲୋଚନା କରିଛନ୍ତି ରାଷ୍ଟ୍ରପତି । ଏହାସହ ବସ ସେବାର ମଧ୍ୟ ଶୁଭାରମ୍ଭ କରିଛନ୍ତି ।
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.