ETV Bharat / photos

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ମୋଦି-ମୁଖ୍ୟମନ୍ତ୍ରୀ ନବୀନ; ଦେଖନ୍ତୁ ଫଟୋ

author img

By ETV Bharat Odisha Team

Published : Feb 3, 2024, 6:43 PM IST

ସମ୍ବଲପୁରରେ ପ୍ରଧାନମନ୍ତ୍ରୀ
ସମ୍ବଲପୁର ଆସିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୪୦୦ କୋଟିର ବିନିମୟରେ ନିର୍ମିତ ସମ୍ବଲପୁର ଆଇଆଇଏମର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପଣ କରିଛନ୍ତି । ଏହିଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେଇଛନ୍ତି ।
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.