ETV Bharat / state

ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷିବ, ୟେଲୋ ଆଲର୍ଟରେ ଏସବୁ ଜିଲ୍ଲା - ODISHA WEATHER UPDATES

ବର୍ଷାରୁ ଏବେ ନାହିଁ ନିସ୍ତାର । ଆଗାମୀ 7 ଦିନ ପର୍ଯ୍ୟନ୍ତ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା । ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ।

ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷିବ
ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷିବ (ETV Bharat)
author img

By ETV Bharat Odisha Team

Published : April 14, 2025 at 4:49 PM IST

2 Min Read

IMD issues yellow warning for Odisha ଭୁବନେଶ୍ବର: ଆହୁରି ୭ ଦିନ ତାଣ୍ଡବ ରଚିବ କାଳବୈଶାଖୀ । ଆଗାମୀ ୭ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଓଡ଼ିଶାରେ ଆହୁରି 7 ଦିନ ଯାଏଁ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନର ବେଗ ଘଣ୍ଟାପ୍ରତି 40ରପ 50 କିମି ବେଗରେ ବହିବ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବର୍ଷା ପ୍ରଭାବରେ ଆଗାମୀ 4ରୁ 5 ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ।

IMD ON ODISHA WEATHER (ETV Bharat Odisha)

24 ଘଣ୍ଟା ପାଇଁ ୱାର୍ଣ୍ଣି:

ଆଗାମୀ 24 ଘଣ୍ଟାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ରହିବ । ସେହିପରି ଝଟକା ପବନର ବେଗ ଘଣ୍ଟାପ୍ରତି 40ରୁ 50 କିମି ରହିବ । ଯେହେକୁ ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

IMD ON ODISHA WEATHER

କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା:ଆସନ୍ତାକାଲି 7 ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ବହିବ । ଜିଲ୍ଲା ଗୁଡିକ ହେଉଛି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ଗଞ୍ଜାମ ଓ ଗଜପତି । ସେହିପରି ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷା ସହ ବିଜୁଳି ଘଡ଼ଘଡ଼ି ସାଙ୍ଗକୁ ଝଟକା ପବନ 40ରୁ 50 କିମି ବେଗରେ ବହିବ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

16 ତାରିଖ ୱାର୍ଣ୍ଣିଂ:
16 ତାରିଖରେ ବର୍ଷା ଆହୁରି ବଢ଼ିବ । କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ରାୟଗଡ଼ା, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ହେବ । ସେପଟେ ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା ଓ ଯାଜପୁର ଜିଲ୍ଲାରେ ମଧ୍ୟ ବର୍ଷା ପବନ ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ରହିବ । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

17 ତାରିଖ ୱାର୍ଣ୍ଣିଂ:
17 ତାରିଖରେ ବର୍ଷା ସାମାନ୍ୟ ହ୍ରାସ ହେଲେ ମଧ୍ୟ ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନର ବେଗ 40ରୁ 50 କିମି ରହିବ । ଏଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ହଟିବ ୱାର୍ଣ୍ଣିଂ, ରହିବ ବର୍ଷା:
18 ତାରିଖ ପାଇଁ ୱାର୍ଣ୍ଣିଂ ନ ଥିଲେ ମଧ୍ୟ ବର୍ଷା ରହିବ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା ଗଜପତି, ଗଞ୍ଜାମ, କନ୍ଧମାଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାରେ ବର୍ଷା ହେବ ।

19ରେ ଏସବୁ ଜିଲ୍ଲାରେ ବର୍ଷା:

19 ତାରିଖ ବେଳକୁ ବର୍ଷା ଆହୁରି କମିଲେ ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ବର୍ଷା ରହିବ ।

ଏହା ମଧ୍ୟ ପଢନ୍ତୁ:

ନବବର୍ଷରେ ଭିଜିବ ଓଡ଼ିଶା, ଏହି ସ୍ଥାନରେ ପ୍ରବଳ କାଚିବ

18 ଯାଏଁ କାଳବୈଶାଖୀ ପ୍ରଭାବ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଗତ 24 ଘଣ୍ଟାର ପାଗ:
ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ‘ଗତ 24 ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ବର୍ଷା ହୋଇଥିବା ବେଳେ ଗଞ୍ଜାମ ଚିକିଟିରେ ସର୍ବାଧିକ 64.8 ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ସର୍ବାଧିକ ତାପମାତ୍ରା ବଲାଙ୍ଗୀରରେ 40.8 ଡିଗ୍ରୀ ଓ ସର୍ବନିମ୍ନ ଫୁଲବାଣୀରେ 18.0 ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି ୩ଟି ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ସର୍ବାଧିକ ତାପମାତ୍ରା ବଲାଙ୍ଗୀର ଜିଲ୍ଲା ରେ ୪୦.୮ ଡିଗ୍ରୀ ରେକର୍ଡ କରାଯାଇଛି।’

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.