ETV Bharat / bharat

ଦିଲ୍ଲୀର ରୋହିଣୀ କୋର୍ଟରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

author img

By

Published : Jun 18, 2020, 12:33 PM IST

ଦିଲ୍ଲୀର ରୋହିଣୀ କୋର୍ଟରେ ଅଗ୍ନିକାଣ୍ଡ, ନିଆଁ ଲାଗିବାର କାରଣ ଅସ୍ପଷ୍ଟ
ଦିଲ୍ଲୀର ରୋହିଣୀ କୋର୍ଟରେ ଅଗ୍ନିକାଣ୍ଡ, ନିଆଁ ଲାଗିବାର କାରଣ ଅସ୍ପଷ୍ଟ

ଗୁରୁବାର ସକାଳେ ଦିଲ୍ଲୀର ରୋହିଣୀ କୋର୍ଟର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାର କିଛି ସମୟ ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛି। ଅଧିକ ପଢନ୍ତୁ...

ନୂଆଦିଲ୍ଲୀ: ଦିଲ୍ଲୀର ରୋହିଣୀ କୋର୍ଟରେ ଅଗ୍ନିକାଣ୍ଡ । ଗୁରୁବାର ସକାଳେ ଦିଲ୍ଲୀର ରୋହିଣୀ କୋର୍ଟର ତୃତୀୟ ମହଲାରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାର କିଛି ସମୟ ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛି।

ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ଜଣା ପଡିନାହିଁ । ଏପର୍ଯ୍ୟନ୍ତ କୌଣସି କ୍ଷୟକ୍ଷତି କିମ୍ବା ଆହତଙ୍କ ସମ୍ପର୍କରେ ସୂଚନା ମିଳିନାହିଁ ।

@ ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.