ETV Bharat / bharat

News Today: ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର

author img

By

Published : May 28, 2022, 7:01 AM IST

Updated : May 28, 2022, 7:30 AM IST

ଦେଶ-ଦୁନିଆ, କ୍ରୀଡା, ମନୋରଞ୍ଜନ ଏବଂ ରାଜନୀତିରେ କଣ ହେଉଛି ଖାସ, କେଉଁଠି ଅଛି କାର୍ଯ୍ୟକ୍ରମ ଗୋଟିଏ କ୍ଲିକରେ ETV Bharat ଦେବ ପ୍ରମୁଖ ଖବର

News Today
News Today: ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର

  • News Today: ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର
  • ଆଜି ଆରୋଗ୍ୟ ଭାରତୀ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି
  • ଆଜି ଗୁଜୁରାଟ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି
  • ଆଜି ଓଡ଼ିଶା ଆସିବେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ
  • ଆଜି ଦିଲ୍ଲୀ ଉପରାଜ୍ୟପାଳଙ୍କ ସହ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିବେ କେଜ୍ରିୱାଲ
  • ଆଜି ବିଶ୍ବ ଋତୁସ୍ରାବ ସ୍ବଚ୍ଛତା ଦିବସ
  • ଏସିଆ କପ ହକି: ଆଜିଠାରୁ ସୁପର-୪
  • ଆଜିଠୁ ଅଲ ଓଡ଼ିଶା ସନ୍ତରଣ ପ୍ରତିଯୋଗିତା
Last Updated : May 28, 2022, 7:30 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.