ETV Bharat / bharat

News Today: ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର

author img

By

Published : Jul 25, 2022, 7:00 AM IST

Updated : Jul 25, 2022, 7:25 AM IST

ଦେଶ-ଦୁନିଆ, କ୍ରୀଡା, ମନୋରଞ୍ଜନ ଏବଂ ରାଜନୀତିରେ କଣ ହେଉଛି ଖାସ୍‌, କେଉଁଠି ଅଛି କାର୍ଯ୍ୟକ୍ରମ ଗୋଟିଏ କ୍ଲିକରେ ETV Bharat ଦେବ ପ୍ରମୁଖ ଖବର

News Today: ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର
News Today: ଆଜିର ବଡ ଖବର, ଯାହା ଉପରେ ଆପଣଙ୍କ ନଜର

News Today
  • ଆଜି ରାଷ୍ଟ୍ରପତି ଭାବେ ଶପଥ ନେବେ ଦ୍ରୌପଦୀ ମୁର୍ମୁ
  • ଆଜି ସ୍ବର୍ଗତ ହରମୋହନ ସିଂ ଯାଦବଙ୍କ ଦଶମ ବାର୍ଷିକୀ ପାଳନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ମୋଦି
  • ଆଜି ଏୟାରଲିଫ୍ଟ ହେବେ ପଶ୍ଚିମବଙ୍ଗ ଶିଳ୍ପମନ୍ତ୍ରୀ
  • ଆଜି ଶ୍ରାବଣ ମାସର ଦ୍ବିତୀୟ ସୋମବାର
  • ଆଜି ଆଧାର-ଭୋଟର କାର୍ଡ ଲିଙ୍କ ମାମଲାରେ ସୁପ୍ରିମକୋର୍ଟରେ ଶୁଣାଣି
  • ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଆଜି ଠାରୁ କଳିଙ୍ଗରେ ସାଫ୍ ଚାମ୍ପିଅନସିପ
  • ଜାତୀୟ ଗାଲିସିୟନ୍ ଦିବସ
Last Updated : Jul 25, 2022, 7:25 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.