ETV Bharat / bharat

ତୀର୍ଥଯାତ୍ରୀଙ୍କ ଉପରେ ମାଡିଗଲା ଦୃତଗାମୀ କାର, ୭ମୃତ

author img

By

Published : Oct 31, 2022, 11:05 PM IST

ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଚାଲି ଚାଲି ଯାଉଥିବା ବେଳେ ତୀର୍ଥଯାତ୍ରୀଙ୍କ ଉପରେ ମାଡିଗଲା କାର । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା । ଅଧିକ ପଢନ୍ତୁ

ତୀର୍ଥଯାତ୍ରୀଙ୍କ ଉପରେ ମାଡିଗଲା ଦୃତଗାମୀ କାର
ତୀର୍ଥଯାତ୍ରୀଙ୍କ ଉପରେ ମାଡିଗଲା ଦୃତଗାମୀ କାର

ମୁମ୍ବାଇ: ମହାରାଷ୍ଟ୍ରରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଚାଲି ଚାଲି ଯାଉଥିବା ବେଳେ ତୀର୍ଥଯାତ୍ରୀଙ୍କ ଉପରେ ମାଡିଗଲା ମୃତ୍ୟୁର ଗାଡି । ଘଟଣାସ୍ଥଳରେ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୮ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି । ମହାରାଷ୍ଟ୍ରର ସୋଲେପୁର ଜିଲ୍ଲାର ସାଙ୍ଗୋଲା ତାଲୁକା ଅନ୍ତର୍ଗତ ଜୁନୋନି ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଥିବା ପୋଲିସ ତରଫରୁ ସୂଚନା ପ୍ରଦାନ କରାଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.