ETV Bharat / city

ଭିଜିଲାନ୍ସ ପଞ୍ଝାରେ ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ

author img

By

Published : Oct 23, 2019, 10:38 AM IST

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ ଘରେ ଚଢାଉ । ବାଲେଶ୍ବରର ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ବର ସେନାପତିଙ୍କ ଘରେ ରେଡ ମାରିଛି ଭିଜିଲାନ୍ସ। ଅଧିକ ପଢନ୍ତୁ...

ଫଟୋ ସୌଜନ୍ୟ- ସମ୍ବାଦଦାତା, ବାଲେଶ୍ବର

ବାଲେଶ୍ବର: ଜିଲ୍ଲାରେ ପୁଣି ଜଣେ ନିର୍ବାହୀଯନ୍ତ୍ରୀ ଭିଜିଲାନ୍ସ ଜାଲରେ। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ 5ଟି ଜାଗାରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରିଛି ।

ଭିଡିଓ ସୌଜନ୍ୟ- ସମ୍ବାଦଦାତା, ବାଲେଶ୍ବର
ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ବର ସେନାପତିଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଥିବା ଅଭିଯୋଗ ହୋଇଥିଲା।

ଏହାକୁ ନେଇ ଭିଜିଲାନ୍ସ ବାଲେଶ୍ବର ଓ ଭୁବନେଶ୍ବରରେ ଥିବା ସର୍ବେଶ୍ବରଙ୍କ ବାସଭବନ, ଅଫିସ ଓ ସମ୍ପର୍କୀୟଙ୍କ ଘରେ ଚଢ଼ାଉ କରିଛି । ବହୁ ଗୁରୁତ୍ବପୂର୍ଣ୍ଣ କାଗଜ, ବ୍ୟାଙ୍କ ପାସବୁକ ତଥା ଅନ୍ୟାନ୍ୟ ଜରୁରୀ କାଗଜପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ।

ବାଲେଶ୍ବରରୁ ଜୀବନଜ୍ୟୋତି ନାୟକ, ଇଟିଭି ଭାରତ

Intro:Body:ବାଲେଶ୍ୱରର ପୁଣି ଜଣେ ନିର୍ବାହୀଯନ୍ତ୍ରୀ ଭିଜିଲାନ୍ସ ଜାଲରେ। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କ 5ଟି ଜାଗାରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ କରିଛି।
ଜଳସେଚନ ବିଭାଗର ନିର୍ବାହୀ ଯନ୍ତ୍ରୀ ସର୍ବେଶ୍ୱର ସେନାପତିଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭିଜିଲାନ୍ସ ବାଲେଶ୍ୱର ଓ ଭୁବନେଶ୍ୱରରେ ଥିବା ସର୍ବେଶ୍ୱରଙ୍କ ବାସଭବନ, ଅଫିସ ଓ ସମ୍ପର୍କୀୟଙ୍କ ଘରେ ଚଢ଼ାଉ ଚାଲିଛି। ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ, ବ୍ୟାଙ୍କ ପାସବୁକ ତଥା ଅନ୍ୟାନ୍ୟ ଜରୁରୀ କାଗଜପତ୍ର ଯାଞ୍ଚ କରୁଛି ଭିଜିଲାନ୍ସ।Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.