ETV Bharat / city

ସମବାୟ ନିର୍ବାଚନକୁ ନେଇ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ ଅନ୍ୟ ଜଣେ ଗୁରୁତର

author img

By

Published : Jun 8, 2022, 11:12 AM IST

Updated : Jun 8, 2022, 3:51 PM IST

ସମବାୟ ନିର୍ବାଚନକୁ ନେଇ ଗୋଷ୍ଠୀ ସଂଘର୍ଷ :ଜଣେ ମୃତ ଅନ୍ୟ ଜଣେ ଗୁରୁତର
ସମବାୟ ନିର୍ବାଚନକୁ ନେଇ ଗୋଷ୍ଠୀ ସଂଘର୍ଷ :ଜଣେ ମୃତ ଅନ୍ୟ ଜଣେ ଗୁରୁତର

ସମବାୟ ନିର୍ବାଚନକୁ ନେଇ ଗୋଷ୍ଠୀ ସଂଘର୍ଷ । ଜଣେ ମୃତ ଓ ଅନ୍ୟ ଜଣେ ଗୁରୁତର । ଅଧିକ ପଢନ୍ତୁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଯାମୁନୀ ଅଞ୍ଚଳରେ ସମବାୟ ନିର୍ବାଚନକୁ ନେଇ ଗୋଷ୍ଠୀ ସଂଘର୍ଷ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ପୁରୁଷୋତ୍ତମପୁର ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ସମବାୟ ନିର୍ବାଚନକୁ ନେଇ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ ଅନ୍ୟ ଜଣେ ଗୁରୁତର

ମୃତକ ଜଣକ ହେଲେ ଯାମୁନୀ ଅଞ୍ଚଳର ଯୋଗେଶ ବେହେରା । ଗୁରୁତର ବ୍ୟକ୍ତି ଜଣକ ଅଜିତ ପାଣିଗ୍ରାହୀ ବୋଲି ଜଣାପଡିଛି । ଅଜିତଙ୍କ ଅବସ୍ଥା ଅଧିକ ସଙ୍କଟାପନ୍ନ ଥିବାରୁ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି । ମଙ୍ଗଳବାର ବିଳମ୍ବିତ ରାତିରେ ଗୋଷ୍ଠୀ ସଂଘର୍ଷ ଘଟିଥିଲା ।

ଇଟିଭି ଭାରତ, ବ୍ରହ୍ମପୁର

Last Updated :Jun 8, 2022, 3:51 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.