ETV Bharat / city

Vegetable Price, କେଉଁଠି କେତେ ରହିଛି ଆଜି ପରିବା ଦର

author img

By

Published : Aug 24, 2022, 8:10 AM IST

ରାଜ୍ୟର ପ୍ରମୁଖ ସହରରେ ଆସନ୍ତୁ ଜାଣିବା ଆଜି ରାଜ୍ୟର ପ୍ରମୁଖ ସହରରେ କେତେ ରହିଛି ପରିବା ଦର ।

Vegetable Price, କେଉଁଠି କେତେ ରହିଛି ଆଜି ପରିବା ଦର
Vegetable Price, କେଉଁଠି କେତେ ରହିଛି ଆଜି ପରିବା ଦର

ଭୁବନେଶ୍ବର: ଆକାଶଛୁଆଁ ହୋଇଛି ପରିବା ଦର । ଏମିତିରେ ପରିବା ଦର ଉଚ୍ଚା ରହିଥିବାବେଳେ ଦାଉ ସାଧିଛି ବନ୍ୟା ସ୍ଥିତି । ଲଗାଣ ବର୍ଷା ଯୋଗୁଁ ଜମି ଜଳମଗ୍ନ ହେବାରୁ ଫସଲ ନଷ୍ଟ ହୋଇଛି । ଫଳରେ ଆକାଶ ଛୁଆଁ ହୋଇଛି ପନିପରିବା ଦର । ଆଳୁ ପିଆଜ ଦାମ ଛଡା ଆଉ କୌଣସି ପରିବା ଦର 50 ତଳକୁ ନାହିଁ । ଯେଉଁ ପରିବାରେ ହାତ ବୁଲାଇଲେ ସବୁ 50 ପାର। ବନ୍ୟା ସ୍ଥିତି ପାଇଁ ଆଗକୁ ଦର ବଢିବା ଆଶଙ୍କା କରାଯାଉଛି । ଲୋକ ବାଧ୍ୟ ହୋଇ ଉଚ୍ଚାଦରରେ ପରିବା କିଣୁଛନ୍ତି । ସଜନା ଛୁଇଁ ଏବଂ ବିନ୍ ମୂଲ୍ୟ ସବୁଠୁ ଅଧିକ ରହିଥିବା ଦେଖିବାକୁ ମିଳିଛି । ତେବେ ନଜର ପକାନ୍ତୁ ରାଜ୍ୟର ପ୍ରମୁଖ ସହରରେ କଣ ରହିଛି ଆଜିର ପରିବା ଦର ।

ସମ୍ବଲପୁରରେ ପରିବା ଦର
ସମ୍ବଲପୁରରେ ପରିବା ଦର
କଟକରେ ପରିବା ଦର
କଟକରେ ପରିବା ଦର
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.