ETV Bharat / city

Vegetable Price: ବନ୍ୟା ପରେ ବଢୁଛି ପରିବା ଦର

author img

By

Published : Sep 6, 2022, 9:23 AM IST

ନ୍ୟା ପରେ ବଢୁଛି ପରିବା ଦର
ନ୍ୟା ପରେ ବଢୁଛି ପରିବା ଦର

ରାଜ୍ୟର ପ୍ରମୁଖ ସହରରେ ଆସନ୍ତୁ ଜାଣିବା ଆଜି ରାଜ୍ୟର ପ୍ରମୁଖ ସହରରେ କେତେ ରହିଛି ପରିବା ଦର ।

ଭୁବନେଶ୍ବର: ଆକାଶଛୁଆଁ ହୋଇଛି ପରିବା ଦର । ଏମିତିରେ ପରିବା ଦର ଉଚ୍ଚା ରହିଥିବାବେଳେ ଦାଉ ସାଧିଛି ବନ୍ୟା ସ୍ଥିତି । ଲଗାଣ ବର୍ଷା ଯୋଗୁଁ ଜମି ଜଳମଗ୍ନ ହେବାରୁ ଫସଲ ନଷ୍ଟ ହୋଇଛି । ଫଳରେ ଆକାଶ ଛୁଆଁ ହୋଇଛି ପନିପରିବା ଦର । ଆଳୁ ପିଆଜ ଦାମ ଛଡା ଆଉ କୌଣସି ପରିବା ଦର 50 ତଳକୁ ନାହିଁ । ଯେଉଁ ପରିବାରେ ହାତ ବୁଲାଇଲେ ସବୁ 50 ପାର । ବନ୍ୟା ସ୍ଥିତି ପାଇଁ ଆଗକୁ ଦର ବଢିବା ଆଶଙ୍କା କରାଯାଉଛି । ଲୋକ ବାଧ୍ୟ ହୋଇ ଉଚ୍ଚାଦରରେ ପରିବା କିଣୁଛନ୍ତି । ସଜନା ଛୁଇଁ ଏବଂ ବିନ୍ସ ମୂଲ୍ୟ ସବୁଠୁ ଅଧିକ ରହିଥିବା ଦେଖିବାକୁ ମିଳିଛି । ତେବେ ନଜର ପକାନ୍ତୁ ରାଜ୍ୟର ପ୍ରମୁଖ ସହରରେ କଣ ରହିଛି ଆଜିର ପରିବା ଦର ।

କଟକରେ ପରିବା ଦର
କଟକରେ ପରିବା ଦର
ସମ୍ବଲପୁରରେ ପରିବା ଦର
ସମ୍ବଲପୁରରେ ପରିବା ଦର
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.