ETV Bharat / city

Vegetable Price, ନଜର ପକାନ୍ତୁ ଆଜିର ପରିବା ଦର ଉପରେ

author img

By

Published : Oct 2, 2022, 7:41 AM IST

Vegetable Price
Vegetable Price

ରାଜ୍ୟର ପ୍ରମୁଖ ସହରରେ ଆସନ୍ତୁ ଜାଣିବା ଆଜି ରାଜ୍ୟର ପ୍ରମୁଖ ସହରରେ କେତେ ରହିଛି ପରିବା ଦର ।

ଭୁବନେଶ୍ବର: ରାଜ୍ୟରେ ଆକାଶଛୁଆଁ ହୋଇଛି ପରିବା ଦର । ଉଚ୍ଚା ପନିପରିବା ଦର ବୃଦ୍ଧି ଗ୍ରାହକଙ୍କ ଚିନ୍ତା ବଢାଇଛି । ଉଚ୍ଚା ପରିବା ଦରରେ ପେସି ହେଉଛନ୍ତି ଖାଉଟି । ଆଳୁ ପିଆଜ ଦାମ ଛଡା ଆଉ କୌଣସି ପରିବା ଦର 50 ତଳକୁ ନାହିଁ । ଯେଉଁ ପରିବାରେ ହାତ ବୁଲାଇଲେ ସବୁ 50 ପାର । ଲୋକ ବାଧ୍ୟ ହୋଇ ଉଚ୍ଚାଦରରେ ପରିବା କିଣୁଛନ୍ତି । ବଜାରକୁ ଗଲେ ପକେଟ ଖାଲି ହେଉଛି ହେଲେ ବ୍ୟାଗ ଭର୍ତ୍ତି ହେଉନାହିଁ । କଟକରେ ଆଜିର ଦର ସାମାନ୍ୟ କମିଛି । ସଜନା ଛୁଇଁ ଏବଂ ବିନ୍ ମୂଲ୍ୟ ସବୁଠୁ ଅଧିକ ରହିଥିବା ଦେଖିବାକୁ ମିଳିଛି । ତେବେ ନଜର ପକାନ୍ତୁ ରାଜ୍ୟର ପ୍ରମୁଖ ସହରରେ କଣ ରହିଛି ଆଜିର ପରିବା ଦର ।

କଟକରେ ଆଜିର ପରିବା ଦର
କଟକରେ ଆଜିର ପରିବା ଦର
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.