ETV Bharat / city

ସୁବର୍ଣ୍ଣରେଖାରେ ବଡ ବନ୍ୟା ଆଶଙ୍କା, ବାଲେଶ୍ବର ଜିଲ୍ଲାପାଳଙ୍କୁ ମିଳିଲା SRC କ୍ଷମତା

author img

By

Published : Aug 21, 2022, 1:57 PM IST

ସୁବର୍ଣ୍ଣରେଖାରେ ବଡ ବନ୍ୟା ଆଶଙ୍କା । ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ SRC କ୍ଷମତା ଦେବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

ସୁବର୍ଣ୍ଣରେଖାରେ ବଡ ବନ୍ୟା ଆଶଙ୍କା, ବାଲେଶ୍ବର ଜିଲ୍ଲାପାଳଙ୍କୁ ମିଳିଲା SRC କ୍ଷମତା
ସୁବର୍ଣ୍ଣରେଖାରେ ବଡ ବନ୍ୟା ଆଶଙ୍କା, ବାଲେଶ୍ବର ଜିଲ୍ଲାପାଳଙ୍କୁ ମିଳିଲା SRC କ୍ଷମତା

ଭୁବନେଶ୍ବର: ସୁବର୍ଣ୍ଣରେଖା ବଡ ଧରଣର ବନ୍ୟା ଆଶଙ୍କା ଦେଖାଦେଇଛି । ଏହି ବନ୍ୟା ବନ୍ୟା ପରିଚାଳନା ପାଇଁ ବାଲେଶ୍ବର ଜିଲ୍ଲାପାଳଙ୍କୁ SRC (Special Relief Commissioner) କ୍ଷମତା ମିଳିଛି । ବାଲେଶ୍ବର ଜିଲ୍ଲାପାଳଙ୍କୁ ସ୍ବତନ୍ତ୍ର କ୍ଷମତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଜରୁରୀକାଳୀନ ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ଗୋଟିଏ ହେଲିକପ୍ଟର ରଖିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ଏସଆରସି ପ୍ରଦୀପ ଜେନା ଟ୍ବିଟ୍ ଯୋଗେ ସୂଚନା ଦେଇଛନ୍ତି ।

ଏହାମଧ୍ୟ ପଢନ୍ତୁ:ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପ୍ରେସମିଟ, ସୁବର୍ଣ୍ଣରେଖାରେ ଆସୁଛି ବଡ଼ ବନ୍ୟା


ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.