ETV Bharat / city

ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ, ପ୍ରଶାସନକୁ ଜଣାଇଲେ ଅଭିନନ୍ଦନ

author img

By

Published : Dec 14, 2020, 9:55 PM IST

ଶ୍ରାମନ୍ଦିର ଖୋଲିବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ, ପ୍ରଶାସନକୁ ଜଣାଇଲେ ଅଭିନନ୍ଦନ
ଶ୍ରାମନ୍ଦିର ଖୋଲିବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ, ପ୍ରଶାସନକୁ ଜଣାଇଲେ ଅଭିନନ୍ଦନ

ପୁରୀ ଜଗନ୍ନାଥ ମନ୍ଦିର ଖୋଲିବା ନିଷ୍ପତ୍ତିକୁ ସ୍ବାଗତ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

ଭୁବନେଶ୍ବର: ମହାମାରୀ କୋରୋନା ସଙ୍କଟ ସମୟରେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର । ପୁରୀ ଜଗନ୍ନାଥ ମନ୍ଦିର ଖୋଲିବା ନିଷ୍ପତ୍ତିକୁ ସ୍ବାଗତ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କେନ୍ଦ୍ରମନ୍ତ୍ରୀ ଟ୍ବିଟ କରି ଲେଖିଛନ୍ତି, 23 ଡିସେମ୍ବରରୁ ଶ୍ରୀମନ୍ଦିର ଖୋଲିବାର ଅନୁମତି ଏକ ସୁଖଦ ଅନୁଭୂତି ଦେଉଛି ।

ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ, ପ୍ରଶାସନକୁ ଜଣାଇଲେ ଅଭିନନ୍ଦନ
ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତିକୁ ଧର୍ମେନ୍ଦ୍ରଙ୍କ ସ୍ବାଗତ, ପ୍ରଶାସନକୁ ଜଣାଇଲେ ଅଭିନନ୍ଦନ

ଧାର୍ମିକ ଭାବନାକୁ ଦୃଷ୍ଟିରେ ରଖି ମନ୍ଦିର ଖୋଲିବାକୁ ନିଷ୍ପତ୍ତି ନେଇଥିବାରୁ ଛତିଶା ନିଯୋଗ ଓ ମନ୍ଦିର ପ୍ରଶାସନକୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ । ସେପଟେ ମହାପ୍ରଭୁଙ୍କ ଦର୍ଶନ ନେଇ ବ୍ୟାକୁଳ ଶ୍ରଦ୍ଧାଳୁଙ୍କୁ ସରକାର ଓ ମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ସମସ୍ତ ନୀତି ନିୟମର ଅନୁପାଳନ ପାଇଁ ପରାମର୍ଶ ଦେଇଛନ୍ତି ଧର୍ମେନ୍ଦ୍ର ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.