ETV Bharat / city

Petrol Diesel Price: ପଢନ୍ତୁ କେଉଁଠି କେତେ ?

author img

By

Published : Jul 6, 2022, 8:28 AM IST

know the petrol and diesel price of odisha
Petrol Diesel Price: ପଢନ୍ତୁ କେଉଁଠି କେତେ ?

ସାଧାରଣ ଲୋକଙ୍କ ମୁଣ୍ଡବିନ୍ଧାର କାରଣ ସାଜୁଥିବା ପେଟ୍ରୋଲ ଓ ଡିଜେଲ ଦର ଏବେ ସାମାନ୍ୟ ଆଶ୍ବସ୍ତି ଆଣିଛି । ଭୁବନେଶ୍ବର ସମେତ ଅନେକ ଜିଲ୍ଲାମାନଙ୍କରେ କିଛିଟା ମାତ୍ରାରେ ତୈଳଦର କମିଛି । ତେବେ ନଜର ପକାନ୍ତୁ ଆଜି ରାଜ୍ୟର କେଉଁ ସହରରେ କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର । ଦେଖନ୍ତୁ କେଉଁଠି କେତେ ରହିଛି ତୈଳ ଦର ।

ସାଧାରଣ ଲୋକଙ୍କ ମୁଣ୍ଡବିନ୍ଧାର କାରଣ ସାଜୁଥିବା ପେଟ୍ରୋଲ ଓ ଡିଜେଲ ଦର ଏବେ ସାମାନ୍ୟ ଆଶ୍ବସ୍ତି ଆଣିଛି । ଭୁବନେଶ୍ବର ସମେତ ଅନେକ ଜିଲ୍ଲା ମାନଙ୍କରେ କିଛିଟା ମାତ୍ରାରେ ତୈଳଦର କମିଛି । ତେବେ ନଜର ପକାନ୍ତୁ ଆଜି ରାଜ୍ୟର କେଉଁ ସହରରେ କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର । ଦେଖନ୍ତୁ କେଉଁଠି କେତେ ରହିଛି ତୈଳ ଦର ।

ଆଜିର ପେଟ୍ରୋଲ ଓ ଡିଜେଲ ଦର
ଭୁବନେଶ୍ବର 103.1994.76
ଅନୁଗୋଳ104.4795.99
ବାଲେଶ୍ବର103.1894.76
କଟକ103.54 95.10
ଗଞ୍ଜାମ104.6696.17
ପୁରୀ103.4494.99
ସମ୍ବଲପୁର104.3995.93
କେନ୍ଦ୍ରାପଡା103.1194.66
ବଲାଙ୍ଗୀର105.0296.54
ମାଲକାନଗିରି108.92100.30
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.