ETV Bharat / city

+2 Result : ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ରେଜଲ୍ଟ

author img

By

Published : Jul 4, 2022, 3:29 PM IST

Updated : Jul 4, 2022, 4:14 PM IST

+2 Result : ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ରେଜଲ୍ଟ
+2 Result : ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ରେଜଲ୍ଟ

ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ ଦ୍ୱାଦଶ ରେଜଲ୍ଟ । ଅଧିକ ପଢନ୍ତୁ

ଭୁବନେଶ୍ବର: ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ରେଜଲ୍ଟ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ଜୁନ୍ 2 ରୁ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ଆରମ୍ଭ ହୋଇଥିଲା ।

+2 Result : ଜୁଲାଇ ଶେଷ ସପ୍ତାହରେ ଦ୍ୱାଦଶ ରେଜଲ୍ଟ

64ଟି କେନ୍ଦ୍ରରେ ଅଫ୍‌ଲାଇନ୍‌ ଓ 37ଟି କେନ୍ଦ୍ରରେ ଅନ୍‌ଲାଇନ୍‌ ମୂଲ୍ୟାୟନ ହୋଇଥିଲା। ବିଶେଷ ଭାବରେ 2ଟି ପର୍ଯ୍ୟାୟରେ ଯୁକ୍ତ ଦୁଇ ଖାତା ମୂଲ୍ୟାୟନ ହୋଇଥିଲା। ସୂଚନା ଅନୁଯାୟୀ, ଗତ ଏପ୍ରିଲ 28ରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଜୁନ୍‌ 4 ପର୍ଯ୍ୟନ୍ତ ଏହା ଚାଲିଥିଲା।

ଇଟିଭି ଭାରତ, ଭୁବନେଶ୍ବର

Last Updated :Jul 4, 2022, 4:14 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.