ETV Bharat / city

Petrol Diesel Price: ଆଜିର ତୈଳ ଦର, ଦେଖନ୍ତୁ କେଉଁଠି କେତେ ?

author img

By

Published : Aug 2, 2022, 8:07 AM IST

ସାଧାରଣ ଲୋକଙ୍କ ମୁଣ୍ଡବିନ୍ଧାର କାରଣ ସାଜୁଥିବା ପେଟ୍ରୋଲ ଓ ଡିଜେଲ ଦରରୁ ଏବେ ସାମାନ୍ୟ ଆଶ୍ବସ୍ତି ଆଣିଛି । ଭୁବନେଶ୍ବର ସମେତ ଅନେକ ଜିଲ୍ଲାମାନଙ୍କରେ ତୈଳଦର କିଛିଟା ମାତ୍ରାରେ କମିଛି । ତେବେ ନଜର ପକାନ୍ତୁ ଆଜି ରାଜ୍ୟର କେଉଁ ସହରରେ କେତେ ରହିଛି ପେଟ୍ରୋଲ ଓ ଡିଜେଲ ଦର । ଦେଖନ୍ତୁ କେଉଁଠି କେତେ ରହିଛି ତୈଳ ଦର ।

Petrol Diesel Price: ଆଜିର ତୈଳ ଦର, ଦେଖନ୍ତୁ କେଉଁଠି କେତେ?
Petrol Diesel Price: ଆଜିର ତୈଳ ଦର, ଦେଖନ୍ତୁ କେଉଁଠି କେତେ?

ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ବର102.9695.09
ଅନୁଗୋଳ104.6896.19
ବାଲେଶ୍ବର103.5795.14
କଟକ103.54 95.10
ଗଞ୍ଜାମ104.11 95.64
ପୁରୀ103.47 95.02
ସମ୍ବଲପୁର104.4996.03
କେନ୍ଦ୍ରାପଡା103.2794.81
ବଲାଙ୍ଗୀର105.7797.26
ମାଲକାନଗିରି109.20100.56
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.