ETV Bharat / city

ଆଉ 2 କୋରୋନା ଆକ୍ରାନ୍ତ ସୁସ୍ଥ, ମୋଟ 21 ଡିସଚାର୍ଜ

author img

By

Published : Apr 17, 2020, 9:34 PM IST

ଶୁକ୍ରବାର ଉଭୟଙ୍କ ନମୁନା ନେଗେଟିଭ ବାହାରିବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି । ଅଧିକ ପଢନ୍ତୁ...

ଆଉ 2 କୋରୋନା ଆକ୍ରାନ୍ତ ସୁସ୍ଥ, ମୋଟ 21 ଡିସଚାର୍ଜ
ଆଉ 2 କୋରୋନା ଆକ୍ରାନ୍ତ ସୁସ୍ଥ, ମୋଟ 21 ଡିସଚାର୍ଜ

ଭୁବନେଶ୍ବର: ରାଜ୍ୟ ପାଇଁ ଖୁସି ଖବର । ଆଉ 2 କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ ଓଡିଶାର ମୋଟ 21 ଜଣ ସୁସ୍ଥ ହୋଇ ଡିସଚାର୍ଜ ହୋଇଛନ୍ତି ।

total 21 corona positive cured in Odisha
ଆଉ 2 କୋରୋନା ଆକ୍ରାନ୍ତ ସୁସ୍ଥ, ମୋଟ 21 ଡିସଚାର୍ଜ

ଶୁକ୍ରବାର ଉଭୟଙ୍କ ନମୁନା ନେଗେଟିଭ ବାହାରିବା ପରେ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି । ଏନେଇ ଟ୍ବିଟ କରି ସୂଚନା ଦେଇଛି ସ୍ବାସ୍ଥ୍ୟ ବିଭାଗ ।

ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ 60 ଜଣ କୋରୋନା ଆକ୍ରାନ୍ତ ଥିବା ସ୍ପଷ୍ଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ 39 ଜଣଙ୍କର ଏବେ ବି ଚିକିତ୍ସା ଚାଲିଛି । ଜଣଙ୍କର ଏହି ମହାମାରୀରେ ମୃତ୍ୟୁ ହୋଇଛି ।

ଭୁବନେଶ୍ବର ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.