ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତି ନିଯୁକ୍ତ

author img

By

Published : Oct 13, 2021, 7:37 PM IST

Updated : Oct 13, 2021, 9:28 PM IST

Three new justice appointed in odisha highcourt by president ramanth kovind

ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତିଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି । ଅଧିକ ପଢନ୍ତୁ...

କଟକ: ଓଡ଼ିଶା ହାଇକୋର୍ଟରେ ୩ ନୂଆ ବିଚାରପତିଙ୍କୁ ନିଯୁକ୍ତି । ସୁପ୍ରିମକୋର୍ଟ କଲେଜିୟମ ସୁପାରିସ୍ ଆଧାରରେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି ।

ଓଡିଶା ହାଇକୋର୍ଟରେ ନୂତନ ଭାବରେ ନିଯୁକ୍ତି ପାଇଥିବା ବିଚାରପତି ହେଲେ ଆଇନଜୀବୀ ମୃଗାଙ୍କ ଶେଖର ସାହୁ, ଜୁଡ଼ିସିଆଲ ଅଫିସର ରାଧାକୃଷ୍ଣ ପଟ୍ଟନାୟକ ଓ ଶଶିକାନ୍ତ ମିଶ୍ର ।

Three new justice appointed in odisha highcourt by president ramanth kovind
ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ହେଲେ ୩ ନୂଆ ବିଚାରପତି

ଏନେଇ ଭାରତ ସରକାରଙ୍କ ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି ୩ଜଣ ନୂଆ ବିଚାରପତି ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କୁ ମିଶାଇ ମୋଟ ବିଚାରପତିଙ୍କ ସଂଖ୍ୟା ୧୭ରେ ପହଞ୍ଚିବ ।

କଟକରୁ ନାରାୟଣ ସାହୁ, ଇଟିଭି ଭାରତ

Last Updated :Oct 13, 2021, 9:28 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.