ETV Bharat / city

ମହାପ୍ରଭୁଙ୍କ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ

author img

By

Published : Jul 4, 2022, 2:03 PM IST

Updated : Jul 4, 2022, 3:13 PM IST

adapa darshan of lord jagannath
ମହାପ୍ରଭୁଙ୍କ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ

ଦୁଇ ବର୍ଷ ପରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ । ଆଜି ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଯୋଗୁଁ ସନ୍ଧ୍ୟା 7 ଟାରୁ ସାଧାରଣ ଦର୍ଶନ ବନ୍ଦ ରହିବ । ତେଣୁ ଗୁଣ୍ଡିଚା ମନ୍ଦିର ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି । ଅଧିକ ପଢ଼ନ୍ତୁ

ପୁରୀ: ଦୁଇ ବର୍ଷ ପରେ ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ । ଆଜି ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଯୋଗୁଁ ସନ୍ଧ୍ୟା 7 ଟାରୁ ସାଧାରଣ ଦର୍ଶନ ବନ୍ଦ ରହିବ । ତେଣୁ ଗୁଣ୍ଡିଚା ମନ୍ଦିର ଜନ୍ମବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି ।

ମହାପ୍ରଭୁଙ୍କ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ

ଆଜି ସକାଳୁ ଭକ୍ତଙ୍କ ଦର୍ଶନ ଆରମ୍ଭ ହୋଇଥିଲା । ଲମ୍ବାଧାଡ଼ିରେ ଯାଇ ମହାପ୍ରଭୁଙ୍କୁ ଶ୍ରଦ୍ଧାଳୁମାନେ ଦର୍ଶନ କରି ଫେରିଛନ୍ତି । ଗତକାଲି ପ୍ରଥମ ଆଡ଼ପ ଦର୍ଶନ ଥିବାରୁ ଭକ୍ତଙ୍କର ପ୍ରବଳ ଭିଡ଼ ହୋଇଥିଲା । ଆଜି ଭିଡ଼ କମ ରହିଥିବା ବେଳେ ଭକ୍ତ ମାନେ ସୁବିଧାରେ ଯାଇ ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି ।

ଇଟିଭି ଭାରତ, ପୁରୀ

Last Updated :Jul 4, 2022, 3:13 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.