ETV Bharat / state

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଜଣେ ମୃତ

author img

By

Published : Jun 15, 2020, 9:49 PM IST

ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ମହୁଲପାଳି ନିକଟରେ ଦୁର୍ଘଟଣା | ଘଟଣାସ୍ଥଳକୁ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିବା ବେଳେ ମୃତକଙ୍କ ମୃକଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଅଦିକ

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଜଣେ ମୃତ
ଦୁଇ ବାଇକ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ ଜଣେ ମୃତ

ବଗରଡ: ମୁହାଁମୁହିଁ ଦୁଇ ବାଇକ ଦୁର୍ଘଟଣା । ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି ।

ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ମହୁଲପାଳି ନିକଟରେ ଦୁର୍ଘଟଣା | ଘଟଣାସ୍ଥଳକୁ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିବା ବେଳେ ମୃତକଙ୍କ ମୃକଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।

ସୂଚନା ଅନୁଯାୟୀ, ପଦ୍ମପୁର ଉପଖଣ୍ଡ ମହୁଲପାଲି ନିକଟସ୍ଥ କୁମୁନିବହଳି ଛକଠାରେ ଦୁଇଟି ବାଇକ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ । ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇଜଣ ସାମାନ୍ୟ ଖଣ୍ଡିଆଖାପରା ହୋଇ ଅଳ୍ପକେ ବର୍ତ୍ତୀ ଯାଇଛନ୍ତି । ଦମେଇ ପାଲିର ବିଭୂତି ଦାନସନା ଏବଂ ସୁମନ୍ତ୍ର ମେହେର ଘରରୁ ଫେରୁଥିବା ସମୟରେ କୁମୁନିବହାଲୀ ଛକଠାରେ ସାମ୍ନାରୁ ଆସୁଥିବା ଏକ ବାଇକ ସହ ପିଟି ହୋଇଥିଲେ । ଫଳରେ ସାମ୍ନା ପଟୁ ବାଇକରେ ଥିବା ମୁର୍ହପାଲି ଗ୍ରାମର ମଣି ବାଗଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା |

ବରଗଡରୁ ରାଜେସ ସରାପ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.