ETV Bharat / state

ପିଇଓ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ଘଟଣା: ଜେଲରୁ ମୁକୁଳିଲେ ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର

author img

By

Published : Jun 2, 2020, 9:49 PM IST

ପିଇଓ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ଘଟଣା: ଜେଲରୁ ମୁକୁଳିଲେ ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର
ପିଇଓ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ଘଟଣା: ଜେଲରୁ ମୁକୁଳିଲେ ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର

ସୋମବାର ରୂପେଶଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ ହାଇକୋର୍ଟ । ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇ ଗତ ୮ ମାସ ହେବ ଜେଲରେ ଥିଲେ ରୂପେଶ । ଅଧିକ ପଢ଼ନ୍ତୁ...

ଯାଜପୁର: ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ଘଟଣା । ଜେଲରୁ ମୁକୁଳିଲେ ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର । ମଙ୍ଗଳବାର ଅପରାହ୍ନରେ ରଗଡି ସ୍ଥିତ ଉପକାରାଗାରୁ ସେ ବାହାରିଛନ୍ତି ।

ପିଇଓ ସ୍ମିତାରାଣୀ ବିଶ୍ବାଳ ମୃତ୍ୟୁ ଘଟଣା: ଜେଲରୁ ମୁକୁଳିଲେ ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର

ସୋମବାର ରୂପେଶଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ ହାଇକୋର୍ଟ । ପିଇଓ ସ୍ମିତାରାଣୀ ବିଶ୍ବାଳଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇ ଗତ ୮ ମାସ ହେବ ଜେଲରେ ଥିଲେ ରୂପେଶ । ଗତ ୨୦୧୯ ଅକ୍ଟୋବର ୧୬ ତାରିଖ ଦିନ ରୂପେଶ ଭଦ୍ରଙ୍କ ଗେଷ୍ଟହାଉସରୁ ସ୍ମିତାରାଣୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା । ତେବେ ସ୍ମିତାରାଣୀଙ୍କ ମୃତ୍ୟୁ ଘଟଣାକୁ ନେଇ ସମଗ୍ର ରାଜ୍ୟରେ ବେଶ ଚର୍ଚ୍ଚା ହୋଇଥିଲା । ସେତେବେଳେ ଏହି ଘଟଣାକୁ ନେଇ ବିରୋଧୀ ତୁମ୍ବିତୋଫାନ କରିବା ସହ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.