ETV Bharat / state

କଳାହାଣ୍ଡିରୁ ଚିହ୍ନଟ ଆଉ 16 ଆକ୍ରାନ୍ତ , ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

author img

By

Published : Nov 29, 2020, 9:57 PM IST

କଳାହାଣ୍ଡି ଜିଲ୍ଲାରେ ପୁଣି ଚିହ୍ନଟ ହୋଇଛନ୍ତି ଆଉ 16 କରୋନା ଆକ୍ରାନ୍ତ । ପଢନ୍ତୁ ଅଧିକ.....

କଳାହାଣ୍ଡିରୁ ଚିହ୍ମଟ ହେଲେ ଆଉ 16 ଆକ୍ରାନ୍ତ , ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ
କଳାହାଣ୍ଡିରୁ ଚିହ୍ମଟ ହେଲେ ଆଉ 16 ଆକ୍ରାନ୍ତ , ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

କଳାହାଣ୍ଡି: ଜିଲ୍ଲାରେ ପୁଣି ଚିହ୍ନଟ ହୋଇଛନ୍ତି ଆଉ 16 କରୋନା ଆକ୍ରାନ୍ତ । ଏହା ସହ ସ୍ଥାନୀୟ ସଂକ୍ରମଣ ବୃଦ୍ଧି ପାଉଥିବାରୁ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

କଳାହାଣ୍ଡିରୁ ଚିହ୍ମଟ ହେଲେ ଆଉ 16 ଆକ୍ରାନ୍ତ , ଚିନ୍ତା ବଢାଉଛି ସ୍ଥାନୀୟ ସଂକ୍ରମଣ

ବର୍ତ୍ତମାନ ସୁଦ୍ଧା ପ୍ରଶାସନର ଶେଷ ସୂଚନା ଅନୁଯାୟୀ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାରରୁ ଉର୍ଦ୍ଧ୍ବକୁ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୩ ହଜାର ୫୬୪ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି।

ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ କୁମାର ସିଂ , ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.