ETV Bharat / state

ଦୁର୍ନୀତିରେ ଘେରରେ ଠିକାଦାର; ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

author img

By

Published : Feb 10, 2021, 2:10 PM IST

ଗ୍ରାମ୍ୟଉନ୍ନୟନ ବିଭାଗରେ ଲାଗି ରହିଥିବା ଦୁର୍ନୀତିର ଉଚ୍ଚସ୍ତରୀୟ ତଦନ୍ତ ଦାବି କଲା ବିଜେପି । ଅଧିକ ପଢନ୍ତୁ...

ଦୁର୍ନୀତିରେ ଘେରରେ ଠିକାଦାର; ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି
ଦୁର୍ନୀତିରେ ଘେରରେ ଠିକାଦାର; ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଆନନ୍ଦପୁର:ଗ୍ରାମ୍ୟ ଉନ୍ନୟନ ବିଭାଗର ଦୁର୍ନୀତିରେ ଛନ୍ଦି ହୋଇ ପଡିଛନ୍ତି କେନ୍ଦୁଝର ଆନନ୍ଦପୁର ଉପଖଣ୍ଡର ଅନେକ ଠିକାଦାର । ସେମାନଙ୍କ ବିରୁଦ୍ଧରେ ଉଚ୍ଚସ୍ତରୀୟ ତଦନ୍ତ କରିବା ସହିତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ବାହୀ ଯନ୍ତ୍ରୀଙ୍କୁ ଏକ ଦାବି ପତ୍ର ପ୍ରଦାନ କରାଯାଇଛି । ଏହାସହ କାର୍ଯ୍ୟାଳୟ ସମ୍ମୁଖରେ ମୁଖ୍ୟମନ୍ତ୍ରୀଙ୍କ କୁଶପୁତଳିକା ଦାହ କରାଯାଇଛି।

ଦୁର୍ନୀତିରେ ଘେରରେ ଠିକାଦାର; ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ଆନନ୍ଦପୁରରୁ ସ୍ମୃତି ରଞ୍ଜନ ବିହାରୀ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.