ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ, ୨୦ ଆହତ

author img

By

Published : Jul 3, 2022, 10:11 AM IST

Updated : Jul 3, 2022, 10:51 AM IST

ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ବସ, ୨୦ ଆହତ

ଖୋର୍ଦ୍ଧା ବାଘମାରୀ ସିମର ରାସ୍ତା ମଝିରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ଯାତ୍ରୀବାହୀ ବସ । ଏଥିରେ ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଗୁରୁତର ରହିଥିବା ସୂଚନା ରହିଛି । ଅଧିକ ପଢନ୍ତୁ

ଖୋର୍ଦ୍ଧା: ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ଯାତ୍ରୀବାହୀ ବସ । ବସରେ ଥିବା ୨୦ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଗୁରୁତର । ଖୋର୍ଦ୍ଧା ବାଘମାରୀ ସିମର ରାସ୍ତା ମଝିରେ ଏହି ଦୁର୍ଘଟଣା ଘଟିଥିବା ସୂଚନା । ବାଘମାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଆହତଙ୍କୁ ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ବସଟି ବାଙ୍କୀରୁ ଭୁବନେଶ୍ବର ଆସୁଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା ।

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ, ୨୦ ଆହତ
Last Updated :Jul 3, 2022, 10:51 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.