କୋରେଇ ରେଳ ଦୁର୍ଘଟଣା: ଘଟଣାସ୍ଥଳରେ ପହଞ୍ଚି କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ତଦନ୍ତ

By

Published : Nov 21, 2022, 5:00 PM IST

Updated : Feb 3, 2023, 8:33 PM IST

thumbnail

ଯାଜପୁର: କୋରେଇ ରେଳ ଷ୍ଟେସନରେ ମାଲବାହୀ ଟ୍ରେନ ଦୁର୍ଘଟଣା ଘଟଣା । ଏନେଇ ଘଟଣା ସ୍ଥଳକୁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କ ଗସ୍ତ । ତେବେ ସୂଚନା ମୁତାବକ ଆଜି ଯାଜପୁର କୋରେଇ ଷ୍ଟେସନରେ ଟ୍ରେନ ଦୁର୍ଘଟଣାରେ 3ଜଣଙ୍କ ମୃତ୍ୟୁ ହୋଇଥିବା ଅନେକ ଲୋକ ଗୁରୁତର ହୋଇଛନ୍ତି । ତେବେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ସୁରେଶ ଦଲେଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯିବ ବୋଲି ସୂଚନା ଦେଇଛନ୍ତି । ଇଟିଭି ଭାରତ, ଯାଜପୁର

Last Updated : Feb 3, 2023, 8:33 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.