ସେରମ ଇନଷ୍ଟିଚ୍ୟୁଟ ଅଗ୍ନିକାଣ୍ଡରେ ଆଖି ବୁଜିଲେ 5

By

Published : Jan 21, 2021, 9:07 PM IST

thumbnail
ପୁଣେ:ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆରେ ଅଗ୍ନିକାଣ୍ଡ ଘଟିଛି । ଇନଷ୍ଟିଚ୍ୟୁଟର 1 ନମ୍ବର ଟର୍ମିଲାଲ ଗେଟରେ ନିଆଁ ଲାଗିଛି । ଅଗ୍ନିକାଣ୍ଡର କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଦମକଳଗାଡି ପହଞ୍ଚିସାରିଛି । ନିଆଁ ଲିଭା କାର୍ଯ୍ୟ ଜାରି ରହିଛି । କୋଭିସିଲ୍ଡର ଟିକା ପ୍ରସ୍ତୁତ କରୁଛି ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ । ତେବେ ଏହି ଅଗ୍ନିକାଣ୍ଡରେ 5ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.