ବାଳୁକା କଳାରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନ ଶୁଭେଚ୍ଛା

By

Published : Sep 17, 2021, 1:53 PM IST

thumbnail

ବାଲୁକା ଚିତ୍ରକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବିଶିଷ୍ଟ ବାଳୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ୨ ହଜାର ୩୫ ଟି ସାମୁକା ବ୍ୟବହାର କରି ପ୍ରଧାନମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି । ଦେଖନ୍ତୁ ଭିଡିଓ...

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.