NAVEEN NO 1 CM: ପ୍ରତିକ୍ରିୟା ରଖିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ

By

Published : Jan 21, 2022, 10:23 PM IST

thumbnail

କଟକ: ପୁଣିଥରେ ଦେଶର ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ଗୌରବ ଅର୍ଜନ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ତାଲିକାରେ ଶୀର୍ଷ ସ୍ଥାନରେ ଅଛନ୍ତି ନବୀନ। ଇଣ୍ଡିଆ ଟୁଡେ ସର୍ଭେ ରିପୋର୍ଟରେ ଏ ସମ୍ପର୍କରେ ପ୍ରକାଶ ପାଇଛି। ତେବେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ। କଟକରୁ ନାରାୟଣ ସାହୁ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.