ଦେଖନ୍ତୁ, ଶ୍ରୀମନ୍ଦିର ଦ୍ବାର ଫିଟା ଓ ପତିତପାବନଙ୍କ ମଙ୍ଗଳ ଆଳତୀ

By

Published : Dec 23, 2020, 6:40 AM IST

thumbnail

ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବଃ ତୁମେ । ସକାଳୁ ସକାଳୁ ଶ୍ରୀମନ୍ଦିରର ମୁଖ୍ୟ ଦ୍ବାର ଖୋଲିବା ପରେ ପୂଜା ପଣ୍ଡାଙ୍କ ଦ୍ବାରା ପତିତପାବନଙ୍କ ପାଖରେ ହାତରେ ଦୀପ ଓ ଘଣ୍ଟ ଧରି ମନ୍ତ୍ରୋଚାରଣ ସହ ହରିବୋଲ ଓ ହୁଳହୁଳି ପକାଇ ମଙ୍ଗଳ ଆଳତୀ କରାଯାଇଛି । ବିଶ୍ବାସ ରହିଛି ଯେ, ଏହି ଆଳତୀ ଦର୍ଶନ କଲେ ଜୀବନରେ କରିଥିବା ସମସ୍ତ ପାପ କ୍ଷୟ ହୋଇଥାଏ ଏବଂ ଏହା ସହ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣା ଓ ଆଶୀର୍ବାଦପ୍ରାପ୍ତ ହୋଇଥାଏ ।

TAGGED:

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.