ସାନଖେମୁଣ୍ଡିରେ BJDର ପ୍ରଚାର ମଙ୍ଗ ଧରିଛନ୍ତି ବିଧାୟକ ଅନନ୍ତ ନାରାୟଣ ଜେନା

By

Published : Feb 12, 2022, 12:34 PM IST

Updated : Feb 3, 2023, 8:11 PM IST

thumbnail

ବ୍ରହ୍ମପୁର: ପଞ୍ଚାୟତ ନିର୍ବାଚନ ପାଇଁ ଚାଲିଛି ଜୋରସୋର ପ୍ରଚାର । ଜିଲ୍ଲା ପରିଷଦ ଆସନକୁ ନିଜ ଅକ୍ତିଆରରେ ନେବା ପାଇଁ ଲାଗି ପଡିଛନ୍ତି ୩ ପ୍ରମୁଖ ରାଜନୈତିକ ଦଳ । ଚଳିତ ପଞ୍ଚାୟତ ନିର୍ବାଚନରେ ଗଞ୍ଜାମ ଜିଲ୍ଲାର ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ଶାସକ ଦଳୀୟ ପ୍ରାର୍ଥୀଙ୍କ ପାଇଁ ମଙ୍ଗ ଧରିଛନ୍ତି ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା । ସାନଖେମୁଣ୍ଡିର ପୂର୍ବତନ ବିଧାୟିକା ନନ୍ଦିନୀ ଦେବୀଙ୍କ ଉପସ୍ଥିତିରେ ଦଳୀୟ ୬୨ନମ୍ବର ଜୋନର ଜିଲ୍ଲା ପରିଷଦ ପ୍ରାର୍ଥିନୀ ସୁଲତା ରାଣୀ ସ୍ବାଇଁଙ୍କ ପାଇଁ ବିରାଟ ରୋଡ ଶୋ କରାଯାଇଛି । ଏ ନେଇ ଦଳୀୟ କର୍ମକର୍ତ୍ତା ଓ ପ୍ରାର୍ଥନୀଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ବ୍ରହ୍ମପୁର ସମ୍ବାଦଦାତା ସମୀର ଆଚାର୍ଯ୍ୟ ।

Last Updated : Feb 3, 2023, 8:11 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.