ବାରବାଟୀ ଷ୍ଟାଡିୟମରେ 76ତମ ସ୍ବାଧୀନତା ଦିବସ ପାଳିତ

By

Published : Aug 15, 2022, 3:36 PM IST

Updated : Feb 3, 2023, 8:26 PM IST

thumbnail

ବାରବାଟୀ ଷ୍ଟାଡିୟମ କଟକରେ 76ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହ ପାଳିତ ହୋଇଛି । ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ଅଭିଭାଷଣ ରଖିଥିଲେ । ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା ବ୍ୟକ୍ତି ଓ କୃତି ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଅବସରରେ ମନ୍ତ୍ରୀ କଟକ ସହରର ଐତିହ୍ୟକୁ ମନେ ପକାଇଥିଲେ । ଇଟିଭି ଭାରତ, କଟକ

Last Updated : Feb 3, 2023, 8:26 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.