Mangala Alati: ପତିତପାବନଙ୍କ ମଙ୍ଗଳ ଆଳତୀ, ପ୍ରଭାତରେ କରନ୍ତୁ ଦିବ୍ୟ ଦର୍ଶନ

By

Published : Nov 25, 2022, 7:13 AM IST

Updated : Feb 3, 2023, 8:33 PM IST

thumbnail

ପୁରୀ: ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ କରାଯାଏ ମଙ୍ଗଳ ଆଳତୀ । ଯାହାର ମାହାତ୍ମ୍ୟ ବେଶ୍ ଅଧିକ ରହିଛି । ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାପରେ ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ କରାଯାଇଛି ପତିତପାବନଙ୍କ ମଙ୍ଗଳ ଆଳତୀ । ଏହି ସମୟରେ ନିକଟରେ ଠିଆ ହୋଇଥିବା ଭକ୍ତଙ୍କ ମୁଖରୁ ଓଁ ନମଃ ଭଗବତେ ବାସୁଦେବାୟ ଶୁଣିବାକୁ ମିଳୁଛି । ତେବେ ସକାଳୁ ସକାଳୁ ଏହି ଆଳତି ଦେଖିବା ଦ୍ବାରା ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି । ପ୍ରଭାତରେ କରନ୍ତୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦିବ୍ୟ ଆଳତୀ ଦର୍ଶନ

Last Updated : Feb 3, 2023, 8:33 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.