ଉପକୂଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୪ ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ

By

Published : Oct 22, 2020, 8:19 PM IST

thumbnail

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉପକୂଳର ୪ଟି ଜିଲ୍ଲାକୁ ରେଡ଼ ୱାର୍ନିଙ୍ଗ ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା , ଅର୍ଥାତ୍ ୨୩ ଅକ୍ଟୋବର ଶୁକ୍ରବାର ସକାଳ ୮.୩୦ ମଧ୍ୟରେ ଉପକୂଳରେ ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ରେଡ଼ ଆଲର୍ଟ ଜାରି କରାଯାଇଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.