ଆଜି ମହାସପ୍ତମୀ ପୂଜା, ବଗଳାମୁଖୀ ବେଶରେ ଦର୍ଶନ ଦେଲେ ମା’ କଟକ ଚଣ୍ଡୀ

By

Published : Oct 11, 2021, 9:20 PM IST

thumbnail

ଆଜି ପବିତ୍ର ଶାରଦୀୟ ଦୁର୍ଗାପୂଜାର ମହାସପ୍ତମୀ ପୂଜା । କଟକର ଅଧିଷ୍ଠାତ୍ରୀ ଦେବୀ ମା’ କଟକ ଚଣ୍ଡୀଙ୍କ ପୀଠରେ ଚାଲିଛି ସ୍ବତନ୍ତ୍ର ନୀତିକାନ୍ତି । ବଗଳାମୁଖୀ ବେଶରେ ଦର୍ଶନ ଦେଉଛନ୍ତି ମା’। ଆଜି ନବରାତ୍ରୀର ଷଷ୍ଠ ଦିନ ହୋଇଥିବାରୁ ଶକ୍ତିପୀଠରେ କୋଭିଡ କଟକଣା ମଧ୍ୟରେ ମା’ଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ମନ୍ଦିର ପରିସରରେ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ । ଦେଖନ୍ତୁ ଭିଡିଓ...

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.