SANDART: ବାଲୁକା କଳାରେ ସୁଦର୍ଶନ ସ୍ୟାଣ୍ଡ ଆର୍ଟ ଇନଷ୍ଟିଚ୍ୟୁଟ ଛାତ୍ରଛାତ୍ରୀଙ୍କ ଶୁଭେଚ୍ଛା

By

Published : Jan 26, 2022, 12:15 PM IST

thumbnail

ପୁରୀ: ଆଜି ସମଗ୍ର ଦେଶ ପାଳୁଛି ୭୩ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ବାଲୁକା ଚିତ୍ରକଳା ମାଧ୍ୟମରେ ଦେଶବାସୀଙ୍କୁ ସାଧାରଣତନ୍ତ୍ର ଦିବସର ଶୁଭେଚ୍ଛା ଜଣାଇଛନ୍ତି ସୁଦର୍ଶନ ସ୍ୟାଣ୍ଡ ଆର୍ଟ ଇନଷ୍ଟିଚ୍ୟୁଟର ଛାତ୍ରଛାତ୍ରୀ । ପୁରୀ ବେଳାଭୂମିରେ ନିର୍ମାଣ କରିଛନ୍ତି ଏହି ବାଲୁକାକଳା । ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.