ବରମୁଣ୍ଡା ବସଷ୍ଟାଣ୍ଡ ନବୀକରଣ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

By

Published : Dec 10, 2020, 8:42 PM IST

thumbnail

ଭୁବନେଶ୍ବର: ବରମୁଣ୍ଡା ବସଷ୍ଟାଣ୍ଡ ନବୀକରଣ କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବରମୁଣ୍ଡା ବସଷ୍ଟାଣ୍ଡର ନବୀକରଣ ପରେ ଯାତ୍ରୀମାନେ ଅତ୍ୟାଧୁନିକ ସୁବିଧା ପାଇପାରିବେ। ପ୍ରାୟ ୧୮୦ କୋଟି ଟଙ୍କା ବ୍ୟୟରେ ନବୀକରଣ କାର୍ଯ୍ୟ ଆରମ୍ଭ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୂଚନା ଦେଇଛନ୍ତି।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.