ବ୍ରହ୍ମପୁରରେ ୭୬ତମ ସ୍ୱାଧୀନତା ଦିବସ ପାଳନ

By

Published : Aug 15, 2022, 10:24 PM IST

thumbnail

ଖଲ୍ଲିକୋଟ ଏକକ ବିଶ୍ବବିଦ୍ୟାଳୟ ଷ୍ଟାଡିୟମ ପରିସରରେ ପାଳିତ ହୋଇଯାଇଛି ୭୬ତମ ସ୍ବାଧୀନତା ଦିବସ । ମୁଖ୍ୟ ଅତିଥି ଭାବେ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି.ଆଓ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଶ୍ରବଣ ବିବେକ ଏମ୍, ବ୍ରହ୍ମପୁର ଉପଜିଲ୍ଲାପାଳ ଭି.କୀର୍ତ୍ତିଭାଶନ,ବ୍ରହ୍ମପୁର ମହାନଗର ନିଗମ କମିଶନର ଜେ.ସୋନାଲଙ୍କ ସମେତ ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ଇଟିଭି ଭାରତ, ବ୍ରହ୍ମପୁର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.