ନୟାଗଡ଼ରେ 76 ତମ ସ୍ୱାଧୀନତା ଦିବସ ପାଳିତ

By

Published : Aug 15, 2022, 4:24 PM IST

thumbnail

ନୟାଗଡ଼: ଦେଶ ଆଜି ସ୍ବାଧୀନତାର ୭୬ ବର୍ଷରେ ପାଦ ଥାପିଲା । ଏହି ଅବସରରେ ନୟାଗଡ଼ ସହରର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି ସ୍ବାଧୀନତା ଦିବସ । ଜାତୀୟ ପତାକା ଉତ୍ତୋଳନ ସହ ଜିଲ୍ଲାସ୍ତରୀୟ ପ୍ୟାରେଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ନୟାଗଡ଼ ସହର ସ୍ଥିତ ପିଟିଏସ ପଡ଼ିଆଠାରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷାଦେବୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜିଲ୍ଲାସ୍ତରୀୟ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିବା ସହ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ସେହିଭଳି, ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ତ୍ରିନାଥ ଛକସ୍ଥିତ ଗାନ୍ଧୀପ୍ରତିମୂର୍ତ୍ତି ନିକଟରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଡ. ପୋମା ଟୁଡୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଇଥିଲୋ । ନୟାଗଡ଼, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.