Independence Day, ଢେଙ୍କାନାଳରେ ପତାକା ଉତ୍ତୋଳନ କଲେ କୃଷି ମନ୍ତ୍ରୀ

By

Published : Aug 15, 2022, 7:54 PM IST

thumbnail

ଢେଙ୍କାନାଳରେ ୭୬ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଢେଙ୍କାନାଳ ମୁଖ୍ୟ ଷ୍ଟାଡିୟମରେ ରାଜ୍ୟ କୃଷି, ମତ୍ସ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ଏହି ଅବସରରେ ଅମୃତ ମହୋତ୍ସବ ସାରା ଦେଶ ପାଳନ କରୁଥିବା ବେଳେ ଦେଶ ସ୍ୱାଧୀନତା ପାଇଁ ଆତ୍ମବଳୀ ଦେଇଥିବା ସ୍ୱାଧୀନତା ସଂଗ୍ରାମୀ ମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ମନ୍ତ୍ରୀ । ଇଟିଭି ଭାରତ, ଢେଙ୍କାନାଳ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.