ଧର୍ମେନ୍ଦ୍ର ସାହୁଙ୍କ ଅଡିଓ ଭାଇରାଲ ଘଟଣା, ଶୁଣନ୍ତୁ ସାମ୍ବାଦିକଙ୍କୁ କଣ କହିଥିଲେ

By

Published : Sep 28, 2022, 5:41 PM IST

thumbnail

ଭୁବନେଶ୍ବର: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣାକୁ ନେଇ ବଢ଼ୁଛି ସସ୍‌ପେନ୍ସ । ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପୂର୍ବର ଭିଡିଓ ନେଇ ବିବାଦ ଲାଗି ରହିଥିବା ବେଳେ ଏବେ ସାମ୍ନାକୁ ଆସିଛି ଏକ ଫୋନ କଲ ରେକର୍ଡ଼ିଂ । ଧର୍ମେନ୍ଦ୍ରଙ୍କ ମୃତ୍ୟୁ ପୂର୍ବର ଅଡିଓ ଏବେ ଭାଇରାଲ ହେବାରେ ଲାଗିଛି । ଯଦି ତାଙ୍କର ମୃତ୍ୟୁ ହୁଏ, ସେଥିପାଇଁ ସମୀର ଦାସ ଦାୟୀ ରହିବେ ବୋଲି ସେ ସାମ୍ବାଦିକ ଅକ୍ଷୟ ସାହୁଙ୍କୁ କହୁଥିବା ଶୁଣିବାକୁ ମିଳିଛି । ଏନେଇ ସାମ୍ବାଦିକ ଅକ୍ଷୟ ସାହୁ ଫୋନ ଯୋଗେ ଇଟିଭି ଭାରତକୁ ପ୍ରତିକ୍ରିୟା ଦେଇଛନ୍ତି... ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.