ମହାନଦୀରେ ଆସୁଛି ମଧ୍ୟମ ଧରଣର ବନ୍ୟା

By

Published : Aug 14, 2022, 4:30 PM IST

thumbnail

ଗତ ଦୁଇ ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି । ଫଳରେ ରାଜ୍ୟର କିଛି ନଦୀରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳି ଦେଇ ୧୦ରୁ ସାଢ଼େ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ । ଆସନ୍ତାକାଲି ମୁଣ୍ଡଳୀଠାରେ ସର୍ବାଧିକ ଜଳ ପ୍ରବାହିତ ହେବ । ଜଗତସିଂହପୁର ପାଇଁ ଗୋଟିଏ ଓଡ୍ରାଫ ଓ ଗୋଟିଏ NDRF ଟିମ୍, ଖୋର୍ଦ୍ଧା ଓ କଟକ ପାଇଁ ଗୋଟିଏ ଲେଖାଏଁ ଓଡ୍ରାଫ ଟିମ୍, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ପାଇଁ ୪ଟି ଲେଖାଏଁ ଫାୟାର ଟିମ୍ ନିୟୋଜିତ ହେବେ । ଶୁଣନ୍ତୁ କଣ କହୁଛନ୍ତି SRC ପ୍ରଦୀପ ଜେନା

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.