ଶ୍ରୀମନ୍ଦିର ଦ୍ବାରଫିଟା ଓ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ

By

Published : Sep 22, 2021, 7:30 AM IST

thumbnail

ଓଁ ନମୋଃ ଭଗବତେ ବାସୁଦେବାୟ । ପ୍ରାତଃରୁ ସମସ୍ତ ସେବାୟତ ଏହି ମନ୍ତ୍ର ଉଚ୍ଚାରଣ କରି ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତୀ କରାଯାଇଛି । ଏହି ଆଳତୀ ଦର୍ଶନ ଅତିବ ମନୋମୁଗ୍ଧକର ଅଟେ । ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହେବା ସହ ଟଳିଯାଏ ବିପଦ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.