Mangala Alati: ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତି

By

Published : Dec 18, 2021, 7:10 AM IST

thumbnail

ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବଃ ତୁମେ । ଭାବବିନୋଦିଆ ଓ ଭକ୍ତବତ୍ସଳ କାଳିଆ ଠାକୁର। ଜଗାର ଗୋଟିଏ ମାତ୍ର ଝଲକ ପାଇବା ପାଇଁ ଭକ୍ତର ମନ ବ୍ୟଥିତ ହୋଇଯାଏ । ଶ୍ରୀକ୍ଷେତ୍ରକୁ ଡୋରି ନ ଲାଗିଲେ ବାଇଶି ପାହାଚେ ପାଦ ରଖିବା ସମ୍ଭବ ନୁହେଁ । ସେହି କପଟିଆ କାଳିଆ ପାଖରେ ସକାଳୁ ସକାଳୁ ଆରମ୍ଭ ହୋଇଛି ମଙ୍ଗଳ ଆଳତି । ବଢି ଭୋରୁ ପୂଜା ପଣ୍ଡାଙ୍କ ମନ୍ତ୍ର, ହରିବୋଲରେ ପ୍ରକମ୍ପିତ ମନ୍ଦିର ପରିବେଶ । ଧୂପ ଓ ଦୀପରେ ମହକୁଛି ମନ୍ଦିର ବେଢା। ଜଗତବାସୀଙ୍କ କଲ୍ୟାଣ ପାଇଁ ପତିତପାବନଙ୍କ ପାଖରେ ଚାଲିଛି ପୂଜାର୍ଚ୍ଚନା।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.