ଶ୍ରୀମନ୍ଦିର ଦ୍ବାରଫିଟା ଓ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି

By

Published : Oct 4, 2021, 6:50 AM IST

thumbnail

ଓଁ ନମୋଃ ଭଗବତେ ବାସୁଦେବାୟ । ପ୍ରାତଃରୁ ସମସ୍ତ ସେବାୟତ ଏହି ମନ୍ତ୍ର ଉଚ୍ଚାରଣ କରି ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଜଗତର ମଙ୍ଗଳ କାମନା କରି ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଥିବା ପ୍ରଭୁ ପତିତପାବନଙ୍କ ସମ୍ପନ୍ନ ହୋଇଛି ମଙ୍ଗଳ ଆଳତି । ବଡି ଭୋରରୁ ପ୍ରଥମେ ସେବାୟତ ଓ ପଣ୍ଡାଙ୍କ ଦ୍ବାରା ଶ୍ରୀମନ୍ଦିର ମୁଖ୍ୟ ଦ୍ବାର ଫିଟା ଯାଇଥିଲା । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତି ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତି କରାଯାଇଛି । ଏହି ଆଳତି ଦର୍ଶନ ଅତ୍ୟନ୍ତ ମନମୁଗ୍ଧକର ଅଟେ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.