ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ

By

Published : Sep 20, 2021, 7:35 AM IST

thumbnail

ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସକାଳୁ ସକାଳୁ ଶ୍ରାମନ୍ଦିରର ମୁଖ୍ୟ ଦ୍ବାର ଖୋଲିବା ପରେ ପୂଜା ପଣ୍ଡାଙ୍କ ଦ୍ବାରା ପତିତପାବନଙ୍କ ମଙ୍ଗଳ ଆଳତି କରାଯାଇଛି । ବିଶ୍ବାସ ରହିଛି ଯେ, ଏହି ଆଳତୀ ଦର୍ଶନ କଲେ ଜୀବନରେ କରିଥିବା ସମସ୍ତ ପାପ କ୍ଷୟ ହୋଇଥାଏ ଏବଂ ଏହା ସହ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣା ଓ ଆଶୀର୍ବାଦ ପ୍ରାପ୍ତ ହୋଇଥାଏ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.